ମାର୍କ 14:22 - ପବିତ୍ର ବାଇବଲ22 ସେମାନେ ଖାଇବା ସମୟରେ ଯୀଶୁ କିଛି ରୋଟୀ ନେଲେ। ସେ ରୋଟୀ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ରୋଟୀ ଛିଣ୍ଡେଇ ଶିଷ୍ୟମାନଙ୍କୁ ଦେଇ କହିଲେ, “ଏହି ରୋଟୀ ନିଅ। ଏହା ମୋର ଦେହ।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୋଟୀ ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ନିଅ, ଏହା ମୋହର ଶରୀର। Viz kapitolaଓଡିଆ ବାଇବେଲ22 ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ନିଅ, ଏହା ମୋହର ଶରୀର । Viz kapitolaପବିତ୍ର ବାଇବଲ (CL) NT (BSI)22 ସେମାନେ ଭୋଜନ କରିବା ସମୟରେ ଯୀଶୁ ଖଣ୍ଡିଏ ରୋଟୀ ନେଇ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ ଏବଂ ତାକୁ ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, “ନିଅ, ଖାଅ - ଏହା ମୋର ଶରୀର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, “ନିଅ, ଏହା ମୋହର ଶରୀର।” Viz kapitola |