ମାର୍କ 14:23 - ପବିତ୍ର ବାଇବଲ23 ତା'ପରେ ସେ ଦ୍ରାକ୍ଷାରସର ପାତ୍ରଟି ନେଲେ। ତାହା ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ତା'ପରେ ତାହା ଶିଷ୍ୟମାନଙ୍କୁ ଦେଲେ। ସମସ୍ତ ଶିଷ୍ୟ ସେହି ପାତ୍ରରୁ ଦ୍ରାକ୍ଷାରସ ପିଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ପୁଣି, ସେ ପାନପାତ୍ର ଘେନି ଧନ୍ୟବାଦ କରି ସେମାନଙ୍କୁ ଦେଲେ ଓ ସମସ୍ତେ ସେଥିରୁ ପାନ କଲେ। Viz kapitolaଓଡିଆ ବାଇବେଲ23 ପୁଣି, ସେ ପାନପାତ୍ର ଘେନି ଧନ୍ୟବାଦ ଦେଇ ଶିଷ୍ୟମାନଙ୍କୁ ଦେଲେ ଓ ସମସ୍ତେ ସେଥିରୁ ପାନ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)23 ତା’ପରେ ଦ୍ରାକ୍ଷାରସପୂର୍ଣ୍ଣ ପାତ୍ର ନେଇ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ ଏବଂ ତାହା ଶିଷ୍ୟମାନଙ୍କୁ ଦେଲେ। ସୋମନେ ସେଥିରୁ ପାନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ସେ ପାନପାତ୍ର ଘେନି ଧନ୍ୟବାଦ ଦେଇ ଶିଷ୍ୟମାନଙ୍କୁ ଦେଲେ ଓ ସମସ୍ତେ ସେଥିରୁ ପାନ କଲେ। Viz kapitola |