Online Bible

- Reklamy -




ମାର୍କ 14:24 - ପବିତ୍ର ବାଇବଲ

24 ତା'ପରେ ଯୀଶୁ କହିଲେ, “ଏହା ମୋର ରକ୍ତ। ମୋର ରକ୍ତ ଏକ ନୂଆ ନିୟମ ଆରମ୍ଭ କରେ। ଏହି ନିୟମଟି ପରମେଶ୍ୱରଙ୍କଠାରୁ ତାହାଙ୍କ ଲୋକଙ୍କ ପାଇଁ ଉଦ୍ଧିଷ୍ଟ। ଏହି ରକ୍ତ ଅନେକ ଲୋକଙ୍କ ପାଇଁ ଦିଆଯାଇଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ଆଉ, ଯୀଶୁ ସେମାନଙ୍କୁ କହିଲେ, ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ।

Viz kapitola kopírovat

ଓଡିଆ ବାଇବେଲ

24 ଆଉ, ଯୀଶୁ ସେମାନଙ୍କୁ କହିଲେ, ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ଢାଳି ଦିଆଯାଏ, ଏ ମୋହର ସେହି ରକ୍ତ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

24 ଯୀଶୁ କହିଲେ, “ଏହା ମୋର ରକ୍ତ, ମନୁଷ୍ୟର ପାପ କ୍ଷମା ପାଇଁ ମୁଁ ମୋର ଯେଉଁ ରକ୍ତ ଢ଼ାଳି ଦେବାକୁ ଯାଉଛି, ତାହା ଈଶ୍ୱରଙ୍କ ନୂତନ ବିଧାନକୁ ମୁଦ୍ରାଙ୍କିତ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଆଉ, ଯୀଶୁ ସେମାନଙ୍କୁ କହିଲେ, “ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ଢାଳି ଦିଆଯାଏ, ଏ ମୋହର ସେହି ରକ୍ତ।

Viz kapitola kopírovat




ମାର୍କ 14:24

Následuj nás:

Reklamy


Reklamy