Online Bible

- Reklamy -




ମାର୍କ 14:29 - ପବିତ୍ର ବାଇବଲ

29 ପିତର କହିଲେ, “ଅନ୍ୟ ସମସ୍ତ ଶିଷ୍ୟ ହୁଏତ ସେମାନଙ୍କ ବିଶ୍ୱାସ ହରେଇ ପାରନ୍ତି। କିନ୍ତୁ ମୁଁ ମୋର ବିଶ୍ୱାସ କଦାପି ହରେଇବି ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ମାତ୍ର ପିତର ତାହାଙ୍କୁ କହିଲେ, ଯଦ୍ୟପି ସମସ୍ତେ ବିଘ୍ନ ପାଇବେ, ତଥାପି ମୁଁ ପାଇବି ନାହିଁ।

Viz kapitola kopírovat

ଓଡିଆ ବାଇବେଲ

29 ମାତ୍ର ପିତର ତାହାଙ୍କୁ କହିଲେ, ଯଦ୍ୟପି ସମସ୍ତେ ବିଘ୍ନ ପାଇବେ, ତଥାପି ମୁଁ ପାଇବି ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

29 ପିତର କହିଲେ, “ଅନ୍ୟମାନେ ସମସ୍ତେ ଆପଣଙ୍କୁ ଛାଡ଼ି ଚାଲିଗଲେ ସୁଦ୍ଧା ମୁଁ କଦାପି ଯିବି ନାହିଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ମାତ୍ର ପିତର ତାହାଙ୍କୁ କହିଲେ, ଯଦ୍ୟପି ସମସ୍ତେ ବିଘ୍ନ ପାଇବେ, ତଥାପି ମୁଁ ପାଇବି ନାହିଁ।

Viz kapitola kopírovat




ମାର୍କ 14:29

Následuj nás:

Reklamy


Reklamy