ମାର୍କ 14:30 - ପବିତ୍ର ବାଇବଲ30 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଆଜି ରାତିରେ କୁକୁଡ଼ା ଦ୍ୱିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ଚିହ୍ନି ନାହଁ ବୋଲି ତିନିଥର କହିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)30 ଯୀଶୁ ତାଙ୍କୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ଏହି ରାତିରେ କୁକୁଡ଼ା ଦ୍ଵିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ଵୀକାର କରିବ। Viz kapitolaଓଡିଆ ବାଇବେଲ30 ଯୀଶୁ ତାହାଙ୍କୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ଏହି ରାତିରେ କୁକୁଡ଼ା ଦ୍ୱିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ । Viz kapitolaପବିତ୍ର ବାଇବଲ (CL) NT (BSI)30 ଯୀଶୁ ପିତରଙ୍କୁ କହିଲେ, “ମୁଁ ତୁମକୁ କହୁଛି, ଆଜି ରାତିରେ କୁକୁଡ଼ା ଦୁଇଥର ଡ଼ାକିବା ପୂର୍ବରୁ ତୁମେ ମୋତେ ତିନି ଥର ଅସ୍ୱୀକାର କରିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଯୀଶୁ ତାହାଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ଏହି ରାତିରେ କୁକୁଡ଼ା ଦ୍ୱିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।” Viz kapitola |