ମାର୍କ 14:31 - ପବିତ୍ର ବାଇବଲ31 ଏ କଥା ଶୁଣି ପିତର ଆହୁରି ଜୋର୍ ଦେଇ କହିଲେ, “ମୋତେ ତୁମ୍ଭ ସହିତ ମରିବାକୁ ପଡ଼ିଲେ ସୁଦ୍ଧା ମୁଁ ତୁମ୍ଭକୁ ଚିହ୍ନି ନାହିଁ ବୋଲି କଦାପି କହିବି ନାହିଁ।” ଅନ୍ୟ ସମସ୍ତ ଶିଷ୍ୟ ମଧ୍ୟ ସେହି ଏକା କଥା କହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 କିନ୍ତୁ ସେ ଅତି ଦୃଢ଼ ରୂପେ କହିବାକୁ ଲାଗିଲେ, ଯଦି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ଵୀକାର କରିବି ନାହିଁ। ପୁଣି, ସମସ୍ତେ ମଧ୍ୟ ସେହିପ୍ରକାର କହିଲେ। Viz kapitolaଓଡିଆ ବାଇବେଲ31 କିନ୍ତୁ ପିତର ଦୃଢ଼ରୂପେ କହିବାକୁ ଲାଗିଲେ, ଯଦି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ୱୀକାର କରିବି ନାହିଁ। ପୁଣି, ସମସ୍ତେ ମଧ୍ୟ ସେହି ପ୍ରକାର କହିଲେ । Viz kapitolaପବିତ୍ର ବାଇବଲ (CL) NT (BSI)31 ପିତର ଆହୁରି ଦୃଢ଼ ଭାବରେ କହିଲେ, “ଆପଣଙ୍କ ସହିତ ମରିବାକୁ ହେଲେ ସୁଦ୍ଧା ମୁଁ କଦାପି ଆପଣଙ୍କୁ ଅସ୍ୱୀକାର କରିବି ନାହିଁ।” ଅନ୍ୟ ଶିଷ୍ୟମାନେ ମଧ୍ୟ ସେହିପରି କହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 କିନ୍ତୁ ପିତର ଦୃଢ଼ରୂପେ କହିବାକୁ ଲାଗିଲେ, ଯଦି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ୱୀକାର କରିବି ନାହିଁ। ପୁଣି, ସମସ୍ତେ ମଧ୍ୟ ସେହି ପ୍ରକାର କହିଲେ। Viz kapitola |