ମାର୍କ 14:33 - ପବିତ୍ର ବାଇବଲ33 ସେ ପିତର, ଯାକୁବ ଓ ଯୋହନଙ୍କୁ ତାହାଙ୍କ ସହିତ ଆସିବାକୁ କହିଲେ। ତା'ପରେ ଯୀଶୁ ଅତ୍ୟଧିକ ବିଚଳିତ ଓ ଦୁଃଖରେ ପୂର୍ଣ୍ଣ ହେବାକୁ ଲାଗିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)33 ପୁଣି, ସେ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ଘେନି ଅତ୍ୟ; ବିସ୍ମୟାନ୍ଵିତ ଓ ବ୍ୟଥିତ ହେବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ33 ପୁଣି, ସେ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ଘେନି ଅତ୍ୟନ୍ତ ବିସ୍ମୟାନ୍ୱିତ ଓ ବ୍ୟାକୁଳ ହେବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)33 ପିତର, ଯାକୁବ ଓ ଯୋହନଙ୍କୁ ସଙ୍ଗରେ ନେଇ ସେ ଆଗକୁ ଗଲେ। ସେ ଗଭୀର ଦୁଃଖ ଯନ୍ତ୍ରଣାରେ ବ୍ୟାକୁଳ ହେଲେ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପୁଣି, ସେ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ଘେନି ଅତ୍ୟନ୍ତ ବିସ୍ମୟାନ୍ୱିତ ଓ ବ୍ୟାକୁଳ ହେବାକୁ ଲାଗିଲେ। Viz kapitola |