ମାର୍କ 14:34 - ପବିତ୍ର ବାଇବଲ34 ଯୀଶୁ, ପିତର, ଯାକୁବ ଓ ଯୋହନଙ୍କୁ କହିଲେ, “ମୋର ହୃଦୟ ଦୁଃଖରେ ଭାଙ୍ଗି ପଡ଼ୁଛି। ମୁଁ ପ୍ରାଣ ବାହାରି ଯିବା ବେଳ ଭଳି ଦୁଃଖ ଅନୁଭବ କରୁଛି। ଏଠାରେ ଅପେକ୍ଷା କରି ରୁହ ଓ ଜାଗ୍ରତ ମଧ୍ୟ ରୁହ।” Viz kapitolaପବିତ୍ର ବାଇବଲ (Re-edited) - (BSI)34 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟ; ଶୋକାକୁଳ ହେଉଅଛି; ତୁମ୍ଭେମାନେ ଏଠାରେ ରହି ଜାଗିଥାଅ। Viz kapitolaଓଡିଆ ବାଇବେଲ34 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି; ତୁମ୍ଭେମାନେ ଏଠାରେ ରହି ଜାଗିଥାଅ । Viz kapitolaପବିତ୍ର ବାଇବଲ (CL) NT (BSI)34 ଏବଂ ଶିଷ୍ୟମାନଙ୍କୁ କହିଲେ, “ଦୁଃଖରେ ମୋ’ ହୃଦୟ ବିଦୀର୍ଣ୍ଣ ହେଉଛି, ତୁମେ ଏଠାରେ ଜାଗି ରହିଥାଅ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି; ତୁମ୍ଭେମାନେ ଏଠାରେ ରହି ଜାଗିଥାଅ।” Viz kapitola |