Online Bible

- Reklamy -




ମାର୍କ 14:36 - ପବିତ୍ର ବାଇବଲ

36 ସେ କହିଲେ, “ଆ‌ବ୍‌‌‌‌ବା ହେ ପରମପିତା ତୁମ୍ଭ ପାଇଁ ସବୁକିଛି ସମ୍ଭବ। ମୋ'ଠାରୁ ଯନ୍ତ୍ରଣାର ଏହି ଗିନାଟିକୁ ଦୂରେଇ ଦିଅ। ତଥାପି ଯାହା ତୁମ୍ଭର ଇଚ୍ଛା, ତାହା କର। କିନ୍ତୁ ମୋ’ ଇଚ୍ଛାରେ କିଛି ନୁହେଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

36 ଆଉ, ଯୀଶୁ କହିଲେ, ଆବ୍ବା, ପିତଃ, ସମସ୍ତ ତୁମ୍ଭର ସାଧ୍ୟ; ଏହି ପାନପାତ୍ର ମୋʼଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା।

Viz kapitola kopírovat

ଓଡିଆ ବାଇବେଲ

36 ଆଉ ଯୀଶୁ କହିଲେ, ଆବ୍ବା, ପିତଃ, ସମସ୍ତ ତୁମ୍ଭର ସାଧ୍ୟ; ଏହି ପାନପାତ୍ର ମୋଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

36 “ହେ ମୋର ପିତଃ! ତୁମ ପକ୍ଷରେ ସବୁ ସମ୍ଭବ। ଏହି ବ୍ୟଥାର ପାନପାତ୍ର ମୋ’ଠାରୁ ଦୂରେଇ ନିଅ। ତଥାପି ମୋର ନୁହେଁ, ତୁମର ଇଚ୍ଛା ସଫଳ ହେଉ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଆଉ ଯୀଶୁ କହିଲେ, “ଆବ୍ବା, ପିତଃ, ସମସ୍ତ ତୁମ୍ଭର ସାଧ୍ୟ; ଏହି ପାନପାତ୍ର ମୋʼଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା।”

Viz kapitola kopírovat




ମାର୍କ 14:36

Následuj nás:

Reklamy


Reklamy