Online Bible

- Reklamy -




ମାର୍କ 14:37 - ପବିତ୍ର ବାଇବଲ

37 ତା'ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କ ପାଖକୁ ଫେରି ଆସିଲେ। ସେ ସେମାନଙ୍କୁ ଶୋଇପଡ଼ିଥିବାର ଦେଖିଲେ। ସେ ପିତରଙ୍କୁ କହିଲେ, “ଶିମୋନ, ତୁମ୍ଭେ ଶୋଇପଡ଼ିଲ? ତୁମ୍ଭେ ଘଣ୍ଟାଏ ପାଇଁ ଚେଇଁ ରହି ପାରିଲ ନାହିଁ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ପୁଣି, ଯୀଶୁ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, ଶିମୋନ, ତୁମ୍ଭେ କଅଣ ଶୋଇପଡ଼ିଲ? ଦଣ୍ତେ ହେଲେ ଜାଗି ପାରିଲ ନାହିଁ?

Viz kapitola kopírovat

ଓଡିଆ ବାଇବେଲ

37 ପୁଣି, ସେ ଆସି ଶିଷ୍ୟମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, ଶିମୋନ, ତୁମ୍ଭେ କ'ଣ ଶୋଇପଡ଼ିଲ ? ଘଣ୍ଟାଏ ହେଲେ ଜାଗି ପାରିଲ ନାହିଁ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

37 ତା’ପରେ ସେ ଫେରି ଦେଖିଲେ, ତିନିଜଣଯାକ ଶିଷ୍ୟ ଶୋଇ ପଡ଼ିଛନ୍ତି। ଯୀଶୁ ପିତରଙ୍କୁ କହିଲେ, “ଶିମୋନ, ଶୋଇ ପଡ଼ିଲ? ଘଣ୍ଟାକ ପାଇଁ ଜାଗି ରହି ପାରିଲ ନାହିଁ?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ପୁଣି, ସେ ଆସି ଶିଷ୍ୟମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, “ଶିମୋନ, ତୁମ୍ଭେ କଅଣ ଶୋଇପଡ଼ିଲ? ଘଣ୍ଟାଏ ହେଲେ ଜାଗି ପାରିଲ ନାହିଁ?

Viz kapitola kopírovat




ମାର୍କ 14:37

Následuj nás:

Reklamy


Reklamy