ମାର୍କ 14:38 - ପବିତ୍ର ବାଇବଲ38 ଜାଗି ରୁହ ଓ ପ୍ରାର୍ଥନା କର ଯେ, ତୁମ୍ଭେମାନେ ଯେପରି ପରୀକ୍ଷାରେ ନ ପଡ଼। ଯାହା ଠିକ୍, ତୁମ୍ଭର ଆତ୍ମା ତାହା କରିବାକୁ ଗ୍ଭହୁଁଛି, କିନ୍ତୁ ତୁମ୍ଭର ଶରୀର ଦୁର୍ବଳ।” Viz kapitolaପବିତ୍ର ବାଇବଲ (Re-edited) - (BSI)38 ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗିରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ। Viz kapitolaଓଡିଆ ବାଇବେଲ38 ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ । Viz kapitolaପବିତ୍ର ବାଇବଲ (CL) NT (BSI)38 ଯୀଶୁ ସେମାନଙ୍କୁ ପୁଣି ଥରେ କହିଲେ, “ଜାଗି ରୁହ ଏବଂ ପରୀକ୍ଷାରେ ଯେପରି ନ ପଡ଼, ସେଥିପାଇଁ ପ୍ରାର୍ଥନା କର। ଆତ୍ମା ଇଚ୍ଛୁକ, କିନ୍ତୁ ଶରୀର ଦୁର୍ବଳ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।” Viz kapitola |