ମାର୍କ 14:40 - ପବିତ୍ର ବାଇବଲ40 ତା'ପରେ ସେ ଶିଷ୍ୟମାନଙ୍କ ପାଖକୁ ପୁଣି ଫେରି ଆସିଲେ ଓ ଦେଖିଲେ ଯେ, ସେମାନେ ପୁଣି ଶୋଇପଡ଼ିଛନ୍ତି। ସେମାନଙ୍କ ଆଖି ନିଦରେ ମାଡ଼ି ପଡ଼ୁଥିଲା। ଶିଷ୍ୟମାନେ ଜାଣି ପାରୁ ନ ଥିଲେ ଯେ, ସେମାନେ ଯୀଶୁଙ୍କୁ କ’ଣ ଉତ୍ତର ଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)40 ପୁନଶ୍ଚ, ସେ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ, କାରଣ ସେମାନଙ୍କ ଆଖି ମାଡ଼ିପଡ଼ୁଥିଲା, ଆଉ ସେମାନେ ତାହାଙ୍କୁ କି ଉତ୍ତର ଦେବେ, ତାହା ଜାଣି ନ ଥିଲେ। Viz kapitolaଓଡିଆ ବାଇବେଲ40 ପୁନଶ୍ଚ ସେ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ, କାରଣ ସେମାନଙ୍କ ଆଖି ମାଡ଼ିପଡ଼ୁଥିଲା, ଆଉ ସେମାନେ ତାହାଙ୍କୁ କି ଉତ୍ତର ଦେବେ, ତାହା ଜାଣି ନ ଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)40 ପୁଣି ଥରେ ଫେରିଆସି ଦେଖିଲେ, ଶିଷ୍ୟମାନେ ନିଦ୍ରିତ - ସେମାନେ ଆଖି ପତା ଖୋଲି ପାରୁ ନ ଥିଲେ। ତାଙ୍କୁ ସେମାନେ କି ଉତ୍ତର ଦେବେ, ଜାଣି ପାରିଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ପୁନଶ୍ଚ ସେ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ, କାରଣ ସେମାନଙ୍କ ଆଖି ମାଡ଼ିପଡ଼ୁଥିଲା, ଆଉ ସେମାନେ ତାହାଙ୍କୁ କି ଉତ୍ତର ଦେବେ, ତାହା ଜାଣି ନ ଥିଲେ। Viz kapitola |