Online Bible

- Reklamy -




ମାର୍କ 14:42 - ପବିତ୍ର ବାଇବଲ

42 ଠିଆ ହୁଅ। ଆମ୍ଭେମାନେ ଏଥର ଯିବା। ଦେଖ, ମୋତେ ବିଶ୍ୱାସଘାତକତା କରି ଧରେଇ ଦେବା ଲୋକ ଏବେ ଆସୁଛି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

42 ଉଠ, ଆମ୍ଭେମାନେ ଯିବା; ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ସେ ନିକଟବର୍ତ୍ତୀ।

Viz kapitola kopírovat

ଓଡିଆ ବାଇବେଲ

42 ଉଠ, ଆମ୍ଭେମାନେ ଯିବା, ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ସେ ନିକଟବର୍ତ୍ତୀ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

42 ଉଠ, ଯିବା, ଦେଖ, ମୋତେ ଧରାଇଦେବା ଲୋକ ଆସି ପହଞ୍ôଚଗଲାଣି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ଉଠ, ଆମ୍ଭେମାନେ ଯିବା, ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ସେ ନିକଟବର୍ତ୍ତୀ।”

Viz kapitola kopírovat




ମାର୍କ 14:42

Následuj nás:

Reklamy


Reklamy