ମାର୍କ 14:45 - ପବିତ୍ର ବାଇବଲ45 ଯିହୂଦା ଯୀଶୁଙ୍କ ପାଖକୁ ଯାଇ କହିଲା, “ଗୁରୁ!” ତା'ପରେ ଯିହୂଦା ଯୀଶୁଙ୍କୁ ଚୁମ୍ବନ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)45 ଏଣୁ ସେ ସେହିକ୍ଷଣି ତାହାଙ୍କ ପାଖକୁ ଯାଇ, ହେ ଗୁରୁ ବୋଲି କହି ତାହାଙ୍କୁ ବହୁତ ଚୁମ୍ଵନ କଲା। Viz kapitolaଓଡିଆ ବାଇବେଲ45 ଏଣୁ ସେ ସେହିକ୍ଷଣି ତାହାଙ୍କ ପାଖକୁ ଯାଇ, ହେ ଗୁରୁ ବୋଲି କହି ତାହାଙ୍କୁ ଚୁମ୍ବନ କଲା । Viz kapitolaପବିତ୍ର ବାଇବଲ (CL) NT (BSI)45 ଯିହୁଦା ଆସି ପହଞ୍ଚିବାକ୍ଷଣି ଯୀଶୁଙ୍କ ନିକଟକୁ ଯାଇ ତାଙ୍କୁ “ଗୁରୁ” ବୋଲି ସମ୍ବୋଧନ କରି ଚୁମ୍ବନ ଦେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଏଣୁ ସେ ସେହିକ୍ଷଣି ତାହାଙ୍କ ପାଖକୁ ଯାଇ, ହେ ଗୁରୁ ବୋଲି କହି ତାହାଙ୍କୁ ଚୁମ୍ବନ କଲା। Viz kapitola |