ମାର୍କ 14:47 - ପବିତ୍ର ବାଇବଲ47 ଯୀଶୁଙ୍କ ପାଖରେ ଠିଆ ହୋଇଥିବା ଜଣେ ଶିଷ୍ୟ ତା'ର ଖଣ୍ଡା ବାହାର କରି ମହାଯାଜକଙ୍କର ଜଣେ ଗ୍ଭକର ଉପରେ ଆଘାତ କଲା। ସେହି ଗ୍ଭକରର କାନ କଟିଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)47 କିନ୍ତୁ ପାଖରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ ଜଣେ ଖଣ୍ତା ବାହାର କଲେ ଏବଂ ମହାଯାଜକଙ୍କ ଦାସକୁ ଆଘାତ କରି ତାହାର କାନ କାଟି ପକାଇଲେ। Viz kapitolaଓଡିଆ ବାଇବେଲ47 କିନ୍ତୁ ପାଖରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ ଜଣେ ଖଣ୍ଡା ବାହାର କଲେ ଏବଂ ମହାଯାଜକଙ୍କ ଦାସକୁ ଆଘାତ କରି ତାହାର କାନ କାଟିପକାଇଲେ । Viz kapitolaପବିତ୍ର ବାଇବଲ (CL) NT (BSI)47 କିନ୍ତୁ ନିକଟରେ ଛିଡ଼ା ହୋଇଥିବା ଜଣେ ବ୍ୟକ୍ତି ତା’ର ଖଣ୍ଡା ବାହାର କରି ପ୍ରଧାନ ଯାଜକଙ୍କ ଦାସକୁ ଆଘାତ କରି ତା’ର କାନ କାଟି ପକାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 କିନ୍ତୁ ପାଖରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ ଜଣେ ଖଣ୍ଡା ବାହାର କଲେ ଏବଂ ମହାଯାଜକଙ୍କ ଦାସକୁ ଆଘାତ କରି ତାହାର କାନ କାଟିପକାଇଲେ। Viz kapitola |