Online Bible

- Reklamy -




ମାର୍କ 14:48 - ପବିତ୍ର ବାଇବଲ

48 ଯୀଶୁ ସେହି ଲୋକମାନଙ୍କୁ କହିଲେ, “ମୁଁ କ’ଣ ଜଣେ ଅପରାଧୀ ଯେ, ତୁମ୍ଭେମାନେ ଖଣ୍ଡା ଓ ଠେଙ୍ଗା ନେଇ ମୋତେ ଧରି ନେବାକୁ ଆସିଛ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

48 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ତା ଓ ଠେଙ୍ଗା ଘେନି ତୁମ୍ଭେମାନେ କଅଣ ମୋତେ ଧରିବାକୁ ଆସିଲ?

Viz kapitola kopírovat

ଓଡିଆ ବାଇବେଲ

48 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ଘେନି ତୁମ୍ଭେମାନେ କଅଣ ମୋତେ ଧରିବାକୁ ଆସିଲ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

48 ଯୀଶୁ ଲୋକମାନଙ୍କୁ କହିଲେ, “ମୁଁ କଅଣ ଗୋଟିଏ ପଳାତକ ଦସ୍ୟୁ ଓ ଠେଙ୍ଗା, ବାଡ଼ି ନେଇ ମୋତେ ଧରିବାକୁ ଆସିଛ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ଘେନି ତୁମ୍ଭେମାନେ କଅଣ ମୋତେ ଧରିବାକୁ ଆସିଲ?

Viz kapitola kopírovat




ମାର୍କ 14:48

Následuj nás:

Reklamy


Reklamy