ମାର୍କ 14:49 - ପବିତ୍ର ବାଇବଲ49 ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେବା ସମୟରେ ମୁଁ ତୁମ୍ଭମାନଙ୍କ ସହିତ ଥିଲି। କିନ୍ତୁ ସେତେବେଳେ ତୁମ୍ଭେମାନେ ମୋତେ ବନ୍ଦୀ କରି ନ ଥିଲ। କିନ୍ତୁ ଶାସ୍ତ୍ରରେ ଯାହା ଲେଖା ଯାଇଛି ତାହା ଯେପରି ସତ୍ୟ ହୁଏ ସେଥି ନିମନ୍ତେ ଏଭଳି ଘଟୁଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)49 ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥାଇ ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ; ମାତ୍ର ଧର୍ମଶାସ୍ତ୍ରର ବାକ୍ୟସମୂହ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହିସମସ୍ତ ଘଟୁଅଛି। Viz kapitolaଓଡିଆ ବାଇବେଲ49 ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥାଇ ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ; ମାତ୍ର ଧର୍ମଶାସ୍ତ୍ରର ବାକ୍ୟସମୂହ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହି ସମସ୍ତ ଘଟୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)49 ଦିନ ଦିନ ଧରି ମୁଁ ମନ୍ଦିରରେ ଶିକ୍ଷା ଦେଉଥିଲି; ସେତେବେଳେ ତ ମୋତେ ଗିରଫ କଲ ନାହିଁ। କିନ୍ତୁ ଶାସ୍ତ୍ରର ସବୁ କଥା ନିଶ୍ଚୟ ସଫଳ ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥାଇ ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ; ମାତ୍ର ଧର୍ମଶାସ୍ତ୍ରର ବାକ୍ୟସମୂହ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହି ସମସ୍ତ ଘଟୁଅଛି।” Viz kapitola |