Online Bible

- Reklamy -




ମାର୍କ 14:53 - ପବିତ୍ର ବାଇବଲ

53 ସେହି ଲୋକମାନେ ଯୀଶୁଙ୍କୁ ମହାଯାଜକଙ୍କ ପାଖକୁ ନେଇଗଲେ। ସମସ୍ତ ପ୍ରଧାନଯାଜକ, ପ୍ରାଚୀନ ନେତାଗଣ ଓ ଧର୍ମଶାସ୍ତ୍ରୀମାନେ ଏକତ୍ରିତ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

53 ପରେ ସେମାନେ ଯୀଶୁଙ୍କୁ ମହାଯାଜକଙ୍କ ନିକଟକୁ ଘେନିଗଲେ, ପୁଣି ପ୍ରଧାନ ଯାଜକ, ପ୍ରାଚୀନ ଓ ଶାସ୍ତ୍ରୀମାନେ ସମସ୍ତେ ଆସି ଏକତ୍ର ହେଲେ।

Viz kapitola kopírovat

ଓଡିଆ ବାଇବେଲ

53 ପରେ ସେମାନେ ଯୀଶୁଙ୍କୁ ମହାଯାଜକଙ୍କ ନିକଟକୁ ଘେନିଗଲେ, ପୁଣି, ପ୍ରଧାନ ଯାଜକ, ପ୍ରାଚୀନ ଓ ଶାସ୍ତ୍ରୀମାନେ ସମସ୍ତେ ଆସି ଏକତ୍ର ହେଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

53 ତା’ପରେ ସେମାନେ ଯୀଶୁଙ୍କୁ ପ୍ରଧାନ ପୁରୋହିତଙ୍କ ଗୃହକୁ ନେଇଗଲେ। ସେଠାରେ ମୁଖ୍ୟ ପୁରୋହିତମାନେ, ଧର୍ମନେତା ଓ ଧର୍ମଗୁରୁମାନେ ଏକତ୍ର ହୋଇଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

53 ପରେ ସେମାନେ ଯୀଶୁଙ୍କୁ ମହାଯାଜକଙ୍କ ନିକଟକୁ ଘେନିଗଲେ, ପୁଣି, ପ୍ରଧାନ ଯାଜକ, ପ୍ରାଚୀନ ଓ ଶାସ୍ତ୍ରୀମାନେ ସମସ୍ତେ ଆସି ଏକତ୍ର ହେଲେ।

Viz kapitola kopírovat




ମାର୍କ 14:53

Následuj nás:

Reklamy


Reklamy