ମାର୍କ 14:55 - ପବିତ୍ର ବାଇବଲ55 ପ୍ରଧାନଯାଜକ ଓ ସମଗ୍ର ଯିହୂଦୀ ସହାସଭା ଯୀଶୁଙ୍କୁ ମୃତ୍ୟୁଦଣ୍ଡ ଦେବା ପାଇଁ ତାହାଙ୍କ ବିରୁଦ୍ଧରେ କୌଣସି ଦୋଷର ପ୍ରମାଣ ପାଇବା ପାଇଁ ଚେଷ୍ଟା କଲେ, କିନ୍ତୁ ସେମାନେ ମୃତ୍ୟୁଦଣ୍ଡ ଦେବା ଭଳି କୌଣସି ପ୍ରମାଣ ପାଇଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)55 ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସାକ୍ଷ୍ୟ ଅନ୍ଵେଷଣ କରିବାକୁ ଲାଗିଲେ, କିନ୍ତୁ ପାଇଲେ ନାହିଁ; Viz kapitolaଓଡିଆ ବାଇବେଲ55 ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସାକ୍ଷ୍ୟ ଅନ୍ୱେଷଣ କରିବାକୁ ଲାଗିଲେ, କିନ୍ତୁ ପାଇଲେ ନାହିଁ; Viz kapitolaପବିତ୍ର ବାଇବଲ (CL) NT (BSI)55 ମୁଖ୍ୟ ପୁରୋହିତ ଓ ମହାସଭାର ସଦସ୍ୟମାନେ ଯୀଶୁଙ୍କୁ ପ୍ରାଣଦଣ୍ଡ ଦେବା ପାଇଁ ତାଙ୍କ ବିରୁଦ୍ଧରେ ପ୍ରମାଣ ଖୋଜିବାକୁ ଲାଗିଲେ, କିନ୍ତୁ କିଛି ପାଇଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT55 ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସାକ୍ଷ୍ୟ ଅନ୍ୱେଷଣ କରିବାକୁ ଲାଗିଲେ, କିନ୍ତୁ ପାଇଲେ ନାହିଁ; Viz kapitola |