Online Bible

- Reklamy -




ମାର୍କ 14:58 - ପବିତ୍ର ବାଇବଲ

58 “ଆମ୍ଭେମାନେ ଯୀଶୁଙ୍କୁ ଏହି କଥା କହିବାର ଶୁଣିଛୁ, ‘ମଣିଷ ତିଆରି ଏ ମନ୍ଦିରକୁ ମୁଁ ଭାଙ୍ଗି ଦେବି ଓ ପୁଣି ତିନି ଦିନ ଭିତରେ ଆଉ ଗୋଟିଏ ମନ୍ଦିର ତିଆରି କରିଦେବି, ଯାହାକି ମଣିଷ ହାତରେ ତିଆରି ହୋଇ ନ ଥିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

58 ଆମ୍ଭେମାନେ ଏହାକୁ ଏହି କଥା କହିବା ଶୁଣିଅଛୁ, ମୁଁ ଏହି ହସ୍ତକୃତ ମନ୍ଦିରକୁ ଭାଙ୍ଗି ତିନି ଦିନ ମଧ୍ୟରେ ଆଉ ଗୋଟିଏ ଅହସ୍ତକୃତ ମନ୍ଦିର ନିର୍ମାଣ କରିବି।

Viz kapitola kopírovat

ଓଡିଆ ବାଇବେଲ

58 ଆମ୍ଭେମାନେ ଏହାକୁ ଏହି କଥା କହିବା ଶୁଣିଅଛୁ, ମୁଁ ଏହି ହସ୍ତକୃତ ମନ୍ଦିରକୁ ଭାଙ୍ଗି ତିନି ଦିନ ମଧ୍ୟରେ ଆଉ ଗୋଟିଏ ଅହସ୍ତକୃତ ମନ୍ଦିର ନିର୍ମାଣ କରିବି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

58 ସେମାନେ କହିଲେ, “ଆମେ ଶୁଣିଛୁ, ସେ କହୁଥିଲା, ‘ମନୁଷ୍ୟ ହସ୍ତନିର୍ମିତ ଏହି ମନ୍ଦିରକୁ ମୁଁ ଭୂମିସାତ୍ କରି, ତିନିଦିନ ଭିତରେ ମନୁଷ୍ୟ ତିଆରି କରି ନ ଥିବା ଆଉ ଗୋଟିଏ ମନ୍ଦିର ତୋଳି ଦେବି’।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

58 ଆମ୍ଭେମାନେ ଏହାକୁ ଏହି କଥା କହିବା ଶୁଣିଅଛୁ, ମୁଁ ଏହି ହସ୍ତକୃତ ମନ୍ଦିରକୁ ଭାଙ୍ଗି ତିନି ଦିନ ମଧ୍ୟରେ ଆଉ ଗୋଟିଏ ଅହସ୍ତକୃତ ମନ୍ଦିର ନିର୍ମାଣ କରିବି।

Viz kapitola kopírovat




ମାର୍କ 14:58

Následuj nás:

Reklamy


Reklamy