ମାର୍କ 14:62 - ପବିତ୍ର ବାଇବଲ62 ଯୀଶୁ ଉତ୍ତର ଦେଲେ, “ହଁ ମୁଁ ପରମେଶ୍ୱରଙ୍କ ପୁତ୍ର ଏବଂ ଭବିଷ୍ୟତରେ ତୁମ୍ଭେ ମନୁଷ୍ୟପୁତ୍ରଙ୍କୁ ସେହି ସର୍ବଶକ୍ତିମାନଙ୍କ ଡାହାଣ ପଟେ ବସିଥିବାର ଏବଂ ସ୍ୱର୍ଗର ମେଘମାଳା ମଧ୍ୟରେ ଆସୁଥିବାର ଦେଖିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)62 ଯୀଶୁ କହିଲେ, ମୁଁ ସେହି; ପୁଣି, ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମଙ୍କ ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ। Viz kapitolaଓଡିଆ ବାଇବେଲ62 ଯୀଶୁ କହିଲେ, ମୁଁ ସେହି; ପୁଣି, ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ । Viz kapitolaପବିତ୍ର ବାଇବଲ (CL) NT (BSI)62 ଯୀଶୁ ଉତ୍ତର ଦେଲେ, “ହଁ, ମୁଁ ସେହି। ତୁମ୍ଭେ ମନୁଷ୍ୟପୁତ୍ରଙ୍କୁ ସର୍ବଶକ୍ତିମାନଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ ହୋଇଥିବା ଦେଖିବ ଓ ସେ ସ୍ୱର୍ଗରୁ ମେଘମାଳାରେ ଆସିବା ମଧ୍ୟ ଦେଖିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT62 ଯୀଶୁ କହିଲେ, “ମୁଁ ସେହି; ପୁଣି, ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।” Viz kapitola |