ମାର୍କ 14:64 - ପବିତ୍ର ବାଇବଲ64 ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଯାହାସବୁ କହିଗଲେ, ତୁମ୍ଭେମାନେ ସମସ୍ତେ ଶୁଣିଲ। ଏବେ ତୁମ୍ଭେମାନେ କ’ଣ ଭାବୁଛ?” ସମସ୍ତେ ଯୀଶୁଙ୍କୁ ଅପରାଧୀ ସାବ୍ୟସ୍ତ କଲେ ଓ ତାହାଙ୍କୁ ମୃତ୍ୟୁଦଣ୍ଡ ଦିଆ ଯିବା ଉଚିତ୍ ବୋଲି କହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)64 ଆପଣମାନେ ତ ଈଶ୍ଵରନିନ୍ଦା ଶୁଣିଲେ; ଆପଣମାନଙ୍କର ବିଚାର କଅଣ? ଏଥିରେ ସେମାନେ ସମସ୍ତେ ସେ ପ୍ରାଣ୍ତଦଣ୍ତର ଯୋଗ୍ୟ ବୋଲି ମତ ଦେଲେ। Viz kapitolaଓଡିଆ ବାଇବେଲ64 ଆପଣମାନେ ତ ଈଶ୍ୱର ନିନ୍ଦା ଶୁଣିଲେ; ଆପଣମାନଙ୍କର ବିଚାର କ'ଣ ? ଏଥିରେ ସେମାନେ ସମସ୍ତେ ସେ ପ୍ରାଣଦଣ୍ଡ ଯୋଗ୍ୟ ବୋଲି ମତ ଦେଲେ । Viz kapitolaପବିତ୍ର ବାଇବଲ (CL) NT (BSI)64 ସେ ଈଶ୍ୱରନିନ୍ଦା କରିଛି, ତୁମ୍ଭେମାନେ ଶୁଣିଛ। ତୁମ୍ଭମାନଙ୍କର ନିଷ୍ପତ୍ତି କ’ଣ?” ସେମାନେ ତାଙ୍କ ବିରୁଦ୍ଧରେ ମତ ଦେଇ କହିଲେ ଯେ ସେ ଦୋଷୀ ଏବଂ ମୃତ୍ୟୁଦଣ୍ଡ ଦିଆଯିବା ଉଚିତ୍। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT64 ଆପଣମାନେ ତ ଈଶ୍ବର ନିନ୍ଦା ଶୁଣିଲେ; ଆପଣମାନଙ୍କର ବିଚାର କଅଣ? ଏଥିରେ ସେମାନେ ସମସ୍ତେ ସେ ପ୍ରାଣଦଣ୍ଡ ଯୋଗ୍ୟ ବୋଲି ମତ ଦେଲେ। Viz kapitola |