ମାର୍କ 14:67 - ପବିତ୍ର ବାଇବଲ67 ସେ ପିତରଙ୍କୁ ନିଆଁ ପାଖରେ ସେକି ହେଉଥିବାର ଦେଖିଲା। ସେ ପିତରଙ୍କୁ ଭଲ କରି ଗ୍ଭହିଁଲା। ତା'ପରେ ତାହାଙ୍କୁ ଚିହ୍ନି ପାରି କହିଲା, “ତୁମ୍ଭେ ମଧ୍ୟ ନାଜରିତର ଯୀଶୁଙ୍କ ସାଙ୍ଗରେ ଥିଲ।” Viz kapitolaପବିତ୍ର ବାଇବଲ (Re-edited) - (BSI)67 ଆଉ ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ତୁମ୍ଭେ ମଧ୍ୟ ନାଜରିତୀୟ ଯୀଶୁଙ୍କ ସାଙ୍ଗରେ ଥିଲ। Viz kapitolaଓଡିଆ ବାଇବେଲ67 ଆଉ ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ତୁମ୍ଭେ ମଧ୍ୟ ନାଜରିତୀୟ ଯୀଶୁଙ୍କ ସାଙ୍ଗରେ ଥିଲ । Viz kapitolaପବିତ୍ର ବାଇବଲ (CL) NT (BSI)67 ଏବଂ ପିତର ନିଆଁ ପୋଇଁବା ଦେଖି ତାଙ୍କୁ ନିରୀକ୍ଷଣ କରି କହିଲା, “ତୁମେ ମଧ୍ୟ ନାଜରିତୀୟ ଯୀଶୁଙ୍କ ସଙ୍ଗରେ ଥିଲେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT67 ଆଉ ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ତୁମ୍ଭେ ମଧ୍ୟ ନାଜରିତୀୟ ଯୀଶୁଙ୍କ ସାଙ୍ଗରେ ଥିଲ। Viz kapitola |