ମାର୍କ 14:69 - ପବିତ୍ର ବାଇବଲ69 ସେ ଗ୍ଭକରାଣୀଟି ପୁଣି ପିତରଙ୍କୁ ଦେଖି ସେଠାରେ ଠିଆ ହୋଇଥିବା ଲୋକମାନଙ୍କୁ କହିବାକୁ ଲାଗିଲା, “ଏ ଲୋକଟି ସେମାନଙ୍କ ମଧ୍ୟରୁ ଜଣେ।” Viz kapitolaପବିତ୍ର ବାଇବଲ (Re-edited) - (BSI)69 ପୁଣି, ସେହି ଦାସୀ ତାଙ୍କୁ ଦେଖି ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ଆଉ ଥରେ କହିବାକୁ ଲାଗିଲା, ଏ ସେମାନଙ୍କ ମଧ୍ୟରୁ ଜଣେ। Viz kapitolaଓଡିଆ ବାଇବେଲ69 ପୁଣି, ସେହି ଦାସୀ ତାହାଙ୍କୁ ଦେଖି ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ଆଉ ଥରେ କହିବାକୁ ଲାଗିଲା, ଏ ସେମାନଙ୍କ ମଧ୍ୟରୁ ଜଣେ । Viz kapitolaପବିତ୍ର ବାଇବଲ (CL) NT (BSI)69 ସେହି ଦାସୀ ତାଙ୍କୁ ଆଉ ଥରେ ଦେଖି ସେଠାରେ ଠିଆ ହୋଇଥିବା ଲୋକମାନଙ୍କୁ କହିଲା, “ଏ ଲୋକ ସେମାନଙ୍କ ମଧ୍ୟରୁ ଜଣେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT69 ପୁଣି, ସେହି ଦାସୀ ତାହାଙ୍କୁ ଦେଖି ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ଆଉ ଥରେ କହିବାକୁ ଲାଗିଲା, ଏ ସେମାନଙ୍କ ମଧ୍ୟରୁ ଜଣେ। Viz kapitola |