ମାର୍କ 14:7 - ପବିତ୍ର ବାଇବଲ7 କାରଣ ଗରିବମାନେ ତ ସବୁବେଳେ ତୁମ୍ଭ ପାଖରେ ରହିବେ। ତୁମ୍ଭେ ଯେତେବେଳେ ଗ୍ଭହିଁବ, ସେମାନଙ୍କୁ ସାହାଯ୍ୟ କରି ପାରିବ। କିନ୍ତୁ ତୁମ୍ଭେମାନେ ମୋତେ ସଦାବେଳେ ପାଇବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 କାରଣ ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ଆଉ ତୁମ୍ଭମାନଙ୍କର ଯେତେବେଳେ ଇଚ୍ଛା, ସେତେବେଳେ ସେମାନଙ୍କର ଉପକାର କରି ପାର; ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି। Viz kapitolaଓଡିଆ ବାଇବେଲ7 କାରଣ ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ଆଉ ତୁମ୍ଭମାନଙ୍କର ଯେତେବେଳେ ଇଚ୍ଛା, ସେତେବେଳେ ସେମାନଙ୍କର ଉପକାର କରି ପାର; ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି । Viz kapitolaପବିତ୍ର ବାଇବଲ (CL) NT (BSI)7 ଗରିବ ଲୋକମାନଙ୍କୁ ତୁମେ ସବୁବେଳେ ପାଇବ। କିନ୍ତୁ ମୋତେ ସବୁବେଳେ ପାଇବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ଆଉ ତୁମ୍ଭମାନଙ୍କର ଯେତେବେଳେ ଇଚ୍ଛା, ସେତେବେଳେ ସେମାନଙ୍କର ଉପକାର କରିପାର; ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି। Viz kapitola |