ମାର୍କ 14:9 - ପବିତ୍ର ବାଇବଲ9 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ସାରା ସଂସାରରେ ଲୋକମାନଙ୍କ ମଧ୍ୟରେ ସୁସମାଗ୍ଭର ପ୍ରଗ୍ଭର କରାଯିବ। ଯେଉଁ ଯେଉଁ ସ୍ଥାନରେ ସୁସମାଗ୍ଭର ପ୍ରଗ୍ଭରିତ ହେବ, ସେହି ସେହି ସ୍ଥାନରେ ଏହି ସ୍ତ୍ରୀ ଲୋକଟିର ଏହି କାର୍ଯ୍ୟ ବିଷୟରେ କୁହାଯିବ। ଲୋକମାନେ ତାହାକୁ ମନେ ପକେଇବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ସୁସମାଚାର ଘୋଷଣା କରାଯିବ, ସେସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ। Viz kapitolaଓଡିଆ ବାଇବେଲ9 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ । Viz kapitolaପବିତ୍ର ବାଇବଲ (CL) NT (BSI)9 ମୁଁ କହୁଛି, ସାରା ଜଗତରେ ମୋର ସୁସମାଚାର ଯେଉଁଠାରେ ପ୍ରଚାର କରାଯିବ, ଏହି ସ୍ତ୍ରୀ ଲୋକ ଯାହା କରିଛି, ତାକୁ ସ୍ମରଣ କରିବା ପାଇଁ ଏ ସବୁ କୁହାଯାଉଥିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ।” Viz kapitola |