Online Bible

- Reklamy -




ମାର୍କ 15:1 - ପବିତ୍ର ବାଇବଲ

1 ସକାଳ ହେବା ମାତ୍ରେ ପ୍ରଧାନଯାଜକ, ପ୍ରାଚୀନ ଯିହୂଦୀ ନେତାଗଣ ଓ ଧର୍ମଶାସ୍ତ୍ରୀ ତଥା ସମଗ୍ର ଯିହୂଦୀ ମହାସଭା ଯୀଶୁଙ୍କ ପ୍ରତି କ’ଣ ବିଗ୍ଭର କରାଯିବ, ତାହା ସ୍ଥିର କଲେ। ସେମାନେ ଯୀଶୁଙ୍କୁ ବାନ୍ଧି ଶାସନକର୍ତ୍ତା ପୀଲାତଙ୍କ ପାଖକୁ ନେଇଗଲେ ଓ ତାହାଙ୍କ ହାତରେ ସମର୍ପଣ କରିଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ପ୍ରଭାତ ହେବାମାତ୍ରେ ସମସ୍ତ ମହାସଭା, ଅର୍ଥାତ୍, ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କ ସହିତଣପ୍ରଧାନ ଯାଜକମାନେ ସଭା କରି ଯୀଶୁଙ୍କୁ ବାନ୍ଧି ଘେନିଯାଇ ପୀଲାତଙ୍କ ହସ୍ତରେ ସମର୍ପଣ କଲେ।

Viz kapitola kopírovat

ଓଡିଆ ବାଇବେଲ

1 ପ୍ରଭାତ ହେବାମାତ୍ରେ ସମସ୍ତେ ମହାସଭା, ଅର୍ଥାତ୍ ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କ ସହିତ ପ୍ରଧାନ ଯାଜକମାନେ ସଭା କରି ଯୀଶୁଙ୍କୁ ବାନ୍ଧି ଘେନିଯାଇ ପୀଲାତଙ୍କ ହସ୍ତରେ ସମର୍ପଣ କଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

1 ମୁଖ୍ୟ ପୁରୋହିତମାନେ ରାତି ପାହିଲାକ୍ଷଣି ଧର୍ମନେତା, ଧର୍ମଗୁରୁ ଓ ମହାସଭାର ସଦସ୍ୟମାନଙ୍କ ସହିତ ତରବରରେ ପରାମର୍ଶ କରି ସେମାନଙ୍କର କର୍ମପନ୍ଥା ସ୍ଥିର କଲେ। ଯୀଶୁଙ୍କୁ ଜଞ୍ଜିରରେ ବାନ୍ଧି ନେଇ ଯାଇ ପିଲାତଙ୍କ ହସ୍ତରେ ସମର୍ପଣ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପ୍ରଭାତ ହେବାମାତ୍ରେ ସମସ୍ତେ ମହାସଭା, ଅର୍ଥାତ୍‍ ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କ ସହିତ ପ୍ରଧାନ ଯାଜକମାନେ ସଭା କରି ଯୀଶୁଙ୍କୁ ବାନ୍ଧି ଘେନିଯାଇ ପୀଲାତଙ୍କ ହସ୍ତରେ ସମର୍ପଣ କଲେ।

Viz kapitola kopírovat




ମାର୍କ 15:1

Následuj nás:

Reklamy


Reklamy