ମାର୍କ 15:10 - ପବିତ୍ର ବାଇବଲ10 ପୀଲାତ ଏ କଥା କହିବାର କାରଣ ହେଲା, ସେ ଜାଣିଥିଲେ ଯେ ପ୍ରଧାନଯାଜକମାନେ ଈର୍ଷାନ୍ୱିତ ହୋଇ ଯୀଶୁଙ୍କୁ ତାହାଙ୍କ ହାତରେ ସମର୍ପଣ କରି ଦେଇଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)10 କାରଣ ପ୍ରଧାନ ଯାଜକମାନେ ଯେ ଈର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ବୁଝିଲେ। Viz kapitolaଓଡିଆ ବାଇବେଲ10 କାରଣ ପ୍ରଧାନ ଯାଜକମାନେ ଯେ ଈର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ବୁଝିଲେ । Viz kapitolaପବିତ୍ର ବାଇବଲ (CL) NT (BSI)10 ପିଲାତ ଜାଣିଥିଲେ ଯେ ମୁଖ୍ୟ ପୁରୋହିତମାନେ କେବଳ ହିଂସାପ୍ରଣୋଦିତ ହୋଇ ଯୀଶୁଙ୍କୁ ତାଙ୍କ ହାତରେ ସମର୍ପଣ କରିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ପ୍ରଧାନ ଯାଜକମାନେ ଯେ ଈର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ବୁଝିଲେ। Viz kapitola |