ମାର୍କ 15:11 - ପବିତ୍ର ବାଇବଲ11 କିନ୍ତୁ ପ୍ରଧାନଯାଜକମାନେ ଲୋକମାନଙ୍କୁ ପ୍ରବର୍ତ୍ତାଇଲେ ଯେ, ସେମାନେ ପୀଲାତଙ୍କୁ କୁହନ୍ତୁ ବାରବ୍ବାକୁ ମୁକ୍ତ କରିବା ପାଇଁ, କିନ୍ତୁ ଯୀଶୁଙ୍କୁ ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ମାତ୍ର ସେ ଯେପରି ସେମାନଙ୍କ ନିମନ୍ତେ ବରଞ୍ଚ ବାରବ୍ବାକୁ ମୁକ୍ତ କରନ୍ତି, ସେଥିପାଇଁ ପ୍ରଧାନ ଯାଜକମାନେ ଲୋକସମୂହକୁ ମତାଇଲେ। Viz kapitolaଓଡିଆ ବାଇବେଲ11 ମାତ୍ର ସେ ଯେପରି ସେମାନଙ୍କ ନିମନ୍ତେ ବରଞ୍ଚ ବାରବ୍ବାକୁ ମୁକ୍ତ କରନ୍ତି, ସେଥିପାଇଁ ପ୍ରଧାନ ଯାଜକମାନେ ଲୋକସମୂହକୁ ମତାଇଲେ । Viz kapitolaପବିତ୍ର ବାଇବଲ (CL) NT (BSI)11 କିନ୍ତୁ ବାରବ୍ବାକୁ ମୁକ୍ତ କରିବା ଲାଗି ପିଲାତଙ୍କଠାରୁ ଦାବୀ ଜଣାଇବାକୁ ମୁଖ୍ୟ ପୁରୋହିତମାନେ ଜନତାକୁ ମତାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମାତ୍ର ସେ ଯେପରି ସେମାନଙ୍କ ନିମନ୍ତେ ବରଂ ବାରବ୍ବାକୁ ମୁକ୍ତ କରନ୍ତି, ସେଥିପାଇଁ ପ୍ରଧାନ ଯାଜକମାନେ ଲୋକସମୂହକୁ ମତାଇଲେ। Viz kapitola |