ମାର୍କ 15:14 - ପବିତ୍ର ବାଇବଲ14 ପୀଲାତ ପଗ୍ଭରିଲେ, “କାହିଁକି? ସେ ଏଭଳି କ’ଣ ଅପରାଧ କରିଛନ୍ତି?” କିନ୍ତୁ ଲୋକମାନେ ଅଧିକ ଜୋର୍ରେ ଚିତ୍କାର କରି କହିଲେ, “ତାହାଙ୍କୁ କ୍ରୁଶରେ ଚଢ଼ାଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟ; ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ। Viz kapitolaଓଡିଆ ବାଇବେଲ14 ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି ? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ । Viz kapitolaପବିତ୍ର ବାଇବଲ (CL) NT (BSI)14 ପିଲାତ ପଚାରିଲେ, “କିନ୍ତୁ ସେ କି ଦୋଷ କରିଛି?” ସେମାନେ ଆହୁରି ଜୋର୍ରେ ପାଟି କରି କହିଲେ, “ତାକୁ କ୍ରୁଶରେ ଚଢ଼ାନ୍ତୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ। Viz kapitola |