Online Bible

- Reklamy -




ମାର୍କ 15:16 - ପବିତ୍ର ବାଇବଲ

16 ସୈନ୍ୟମାନେ ଯୀଶୁଙ୍କୁ ଶାସନକର୍ତ୍ତାଙ୍କ ପ୍ରାସାଦ ଭିତରକୁ ନେଇଗଲେ। ସେମାନେ ଅନ୍ୟ ସମସ୍ତ ସୈନ୍ୟମାନଙ୍କୁ ଏକାଠି ଡାକିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ସେଥିରେ ସୈନ୍ୟମାନେ ତାହାଙ୍କୁ ପ୍ରାଙ୍ଗଣ, ଅର୍ଥାତ୍, ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ଡାକି ଏକତ୍ର କଲେ।

Viz kapitola kopírovat

ଓଡିଆ ବାଇବେଲ

16 ସେଥିରେ ସୈନ୍ୟମାନେ ତାହାଙ୍କୁ ପ୍ରାଙ୍ଗଣ, ଅର୍ଥାତ୍ ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ଡାକି ଏକତ୍ର କଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

16 ସୈନିକମାନେ ଯୀଶୁଙ୍କୁ ପିଲାତଙ୍କ ପ୍ରାସାଦର ପ୍ରାଙ୍ଗଣକୁ ନେଇଗଲେ। ସେଠାରେ ସୈନିକମାନେ ସମସ୍ତେ ଏକତ୍ର ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେଥିରେ ସୈନ୍ୟମାନେ ତାହାଙ୍କୁ ପ୍ରାଙ୍ଗଣ, ଅର୍ଥାତ୍‍ ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ଡାକି ଏକତ୍ର କଲେ।

Viz kapitola kopírovat




ମାର୍କ 15:16

Následuj nás:

Reklamy


Reklamy