Online Bible

- Reklamy -




ମାର୍କ 15:17 - ପବିତ୍ର ବାଇବଲ

17 ସୈନ୍ୟମାନେ ଯୀଶୁଙ୍କୁ ବାଇଗଣୀ ରଙ୍ଗର ପୋଷାକ ପିନ୍ଧାଇଲେ। ସେମାନେ ଗୋଟିଏ କଣ୍ଟାର ମୁକୁଟ ତିଆରି କରି ତାହାଙ୍କ ମୁଣ୍ଡରେ ପିନ୍ଧାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ସେମାନେ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ ଓ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ;

Viz kapitola kopírovat

ଓଡିଆ ବାଇବେଲ

17 ସେମାନେ ତାହାଙ୍କୁ ବାଇଗଣୀ ରଙ୍ଗର ବସ୍ତ୍ର ପିନ୍ଧାଇଲେ ଓ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ସେମାନେ ଯୀଶୁଙ୍କୁ ଗୋଟିଏ ବାଇଗଣି ରଙ୍ଗର ବସ୍ତ୍ର ପିନ୍ଧାଇଲେ ଏବଂ କଣ୍ଟାଗଛ ଡ଼ାଳର ଗୋଟିଏ ମୁକୁଟ ତିଆରି କରି ତାଙ୍କ ମୁଣ୍ଡରେ ପିନ୍ଧାଇଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେମାନେ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ ଓ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ;

Viz kapitola kopírovat




ମାର୍କ 15:17

Následuj nás:

Reklamy


Reklamy