ମାର୍କ 15:19 - ପବିତ୍ର ବାଇବଲ19 ସୈନ୍ୟମାନେ ଯୀଶୁଙ୍କ ମୁଣ୍ଡରେ ବାରମ୍ବାର ବେତରେ ଆଘାତ କଲେ। ତାହାଙ୍କ ଉପରେ ଛେପ ପକାଇଲେ। ଆଣ୍ଠୁମାଡ଼ି ବସି ତାହାଙ୍କୁ ପ୍ରଣାମ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ତରେ ମାଇଲେ ଓ ତାହାଙ୍କ ଉପରେ ଛେପ ପକାଇଲେ, ଆଉ ଆଣ୍ଠୁ ମାଡ଼ି ତାହାଙ୍କୁ ପ୍ରଣାମ କରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ19 ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ଡରେ ଆଘାତ କଲେ, ଆଉ ଆଣ୍ଠୁ ମାଡ଼ି ପ୍ରଣାମ କରିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)19 ସେମାନେ ତାଙ୍କ ମୁଣ୍ଡକୁ ବାଡ଼ିରେ ବାଡ଼େଇଲେ, ତାଙ୍କ ଉପରେ ଛେପ ପକାଇଲେ ଏବଂ ଆଣ୍ଠୋଇ ପଡ଼ି ତାଙ୍କୁ ପ୍ରଣାମ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ଡରେ ଆଘାତ କଲେ, ଆଉ ଆଣ୍ଠୁ ମାଡ଼ି ପ୍ରଣାମ କରିବାକୁ ଲାଗିଲେ। Viz kapitola |