ମାର୍କ 15:21 - ପବିତ୍ର ବାଇବଲ21 ସେତେବେଳେ ଜଣେ କୂରୀଣୀୟ ବାସିନ୍ଦା ଶିମୋନ ପଲ୍ଲୀଗ୍ରାମରୁ ଆସି ସେ ବାଟେ ଯାଉଥିଲା। ସେ ଆଲେକ୍ଜାଣ୍ଡାର ଓ ରୂଫଙ୍କ ପିତା ଥିଲା। ସୈନ୍ୟମାନେ ଯୀଶୁଙ୍କ ପାଇଁ କ୍ରୁଶ ବୋହି ନେବାକୁ ତାକୁ ବାଧ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ସେତେବେଳେ ଆଲେକ୍ଜାଣ୍ତର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀ-ଗ୍ରାମରୁଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାଙ୍କୁ ତାହାଙ୍କର କ୍ରୁଶ ବହିବା ପାଇଁ ବାଧ୍ୟ କଲେ। Viz kapitolaଓଡିଆ ବାଇବେଲ21 ସେତେବେଳେ ଆଲେକ୍ଜାଣ୍ଡର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀଗ୍ରାମରୁ ଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାହାଙ୍କୁ ତାହାଙ୍କର କ୍ରୁଶ ବୋହିବା ପାଇଁ ବାଧ୍ୟ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)21 ବାଟରେ ସେମାନେ ଶିମୋନ ନାମକ ଜଣେ ଲୋକଙ୍କୁ ଭେଟିଲେ। ସେ ଗ୍ରାମରୁ ସହରକୁ ଆସୁଥିଲା। ଯୀଶୁଙ୍କୁ କ୍ରୁଶ ବହନ କରିବା ପାଇଁ ସୈନ୍ୟମାନେ ତାକୁ ବାଧ୍ୟ କଲେ (ଏହି ଶିମୋନ କୁରିଣିର ଲୋକ ଥିଲା। ତାହାର ଦୁଇ ପୁତ୍ର ଥିଲେ - ଆଲେକ୍ଜାଣ୍ଡାର ଓ ରୁଫସ) Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେତେବେଳେ ଆଲେକ୍ଜାଣ୍ଡର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀଗ୍ରାମରୁ ଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାହାଙ୍କୁ ତାହାଙ୍କର କ୍ରୁଶ ବୋହିବା ପାଇଁ ବାଧ୍ୟ କଲେ। Viz kapitola |