ମାର୍କ 15:23 - ପବିତ୍ର ବାଇବଲ23 ସେଠାରେ ସେମାନେ ଯୀଶୁଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ। କିନ୍ତୁ ଯୀଶୁ ତାହା ପିଇବାକୁ ମନା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ପୁଣି, ସେମାନେ ତାହାଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ଯାଚିଲେ, କିନ୍ତୁ ସେ ତାହା ଗ୍ରହଣ କଲେ ନାହିଁ। Viz kapitolaଓଡିଆ ବାଇବେଲ23 ପୁଣି, ସେମାନେ ତାହାଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ସେ ତାହା ଗ୍ରହଣ କଲେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)23 (ଗଲଗଥାର ଅର୍ଥ କପାଳସ୍ଥଳୀ) ସେଠାରେ ସେମାନେ ଯୀଶୁଙ୍କୁ ଗନ୍ଧରସ ମିଶ୍ରିତ ନିଶାଦ୍ରବ୍ୟ ପିଇବା ପାଇଁ ଦେଲେ। କିନ୍ତୁ ଯୀଶୁ ତାହା ପିଇଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ସେମାନେ ତାହାଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ସେ ତାହା ଗ୍ରହଣ କଲେ ନାହିଁ। Viz kapitola |