Online Bible

- Reklamy -




ମାର୍କ 15:33 - ପବିତ୍ର ବାଇବଲ

33 ଦ୍ୱିପ୍ରହର ବେଳକୁ ସମଗ୍ରଦେଶ ଉପରେ ଅନ୍ଧକାର ମାଡ଼ି ଆସିଲା। ଏହି ଅନ୍ଧକାର ଅପରାହ୍ନ ତିନିଟା ବେଳ ପର୍ଯ୍ୟନ୍ତ ରହିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା।

Viz kapitola kopírovat

ଓଡିଆ ବାଇବେଲ

33 ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

33 ସେଦିନ ମଧ୍ୟାହ୍ନବେଳୁ ତିନି ଘଣ୍ଟା ପର୍ଯ୍ୟନ୍ତ ସାରା ଦେଶରେ ଅନ୍ଧକାର ଘୋଟିଗଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଦିନ ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ଦିନ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା।

Viz kapitola kopírovat




ମାର୍କ 15:33

Následuj nás:

Reklamy


Reklamy