Online Bible

- Reklamy -




ମାର୍କ 15:34 - ପବିତ୍ର ବାଇବଲ

34 ସେହି ସମୟରେ ଯୀଶୁ ବଡ଼ ପାଟିରେ କହି ଉଠିଲେ, “‌‌ଏଲୀ, ‌‌ଏଲୀ, ଲାମା ଶବ‌‌କ୍‌‌ଥାନୀ।” ଅର୍ଥାତ, “ହେ ମୋର ପରମେଶ୍ୱର, ହେ ମୋର ପରମେଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚ ସ୍ଵରରେ ଡାକି କହିଲେ, ‘ଏଲୀ, ଏଲୀ, ଲାମା ଶବକ୍ଥାନୀ?ʼ ଅର୍ଥାତ୍, ହେ ମୋହର ଈଶ୍ଵର, ହେ ମୋହର ଈଶ୍ଵର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?

Viz kapitola kopírovat

ଓଡିଆ ବାଇବେଲ

34 ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, 'ଏଲୋହୀ, ଏଲୋହୀ, ଲାମା ଶବକ୍‌ଥାନୀ ?' ଅର୍ଥାତ୍ ହେ ମୋହର ଈଶ୍ୱର, ହେ ମୋହର ଈଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

34 ଅପରାହ୍ନ ତିନିଟାବେଳେ ଯୀଶୁ ଉଚ୍ଚସ୍ୱରରେ କହଲେ, “ଏଲୋହୀ, ଏଲୋହୀ, ଲାମା ଶବକ୍ଥାନୀ।” ଅର୍ଥାତ୍, “ହେ ମୋର ଈଶ୍ୱର, ହେ ମୋର ଈଶ୍ୱର, ମୋତେ କାହିଁକି ପରିତ୍ୟାଗ କରିଛ?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ଏଲୀ, ଏଲୀ, ଲାମା ଶବକ୍‌ଥାନୀ?” ଅର୍ଥାତ୍‍ “ହେ ମୋହର ଈଶ୍ବର, ହେ ମୋହର ଈଶ୍ବର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କଲ?”

Viz kapitola kopírovat




ମାର୍କ 15:34

Následuj nás:

Reklamy


Reklamy