ମାର୍କ 15:35 - ପବିତ୍ର ବାଇବଲ35 ସେଠାରେ ଠିଆ ହୋଇଥିବା କେତେକ ଲୋକ ଏ କଥା ଶୁଣିଲେ। ସେମାନେ କହିଲେ, “ଶୁଣ, ସେ ଏଲିୟଙ୍କୁ ଡାକୁଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)35 ଏହା ଶୁଣି ପାଖରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଦେଖ, ସେ ଏଲୀୟଙ୍କୁ ଡାକୁଛି। Viz kapitolaଓଡିଆ ବାଇବେଲ35 ଏହା ଶୁଣି ପାଖରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଦେଖ, ସେ ଏଲୀୟଙ୍କୁ ଡାକୁଛି । Viz kapitolaପବିତ୍ର ବାଇବଲ (CL) NT (BSI)35 ତାଙ୍କର ଏକଥା ଶୁଣି କେତେକ କହିଲେ, “ଶୁଣ, ସେ ଏଲିୟଙ୍କୁ ଡ଼ାକୁଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଏହା ଶୁଣି ପାଖରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଦେଖ, ସେ ଏଲୀୟଙ୍କୁ ଡାକୁଅଛି। Viz kapitola |