ମାର୍କ 15:38 - ପବିତ୍ର ବାଇବଲ38 ଯୀଶୁ ଯେତେବେଳେ ପ୍ରାଣତ୍ୟାଗ କଲେ, ସେତେବେଳେ ମନ୍ଦିରର ପରଦା ଉପରୁ ତଳ ପର୍ଯ୍ୟନ୍ତ ଦୁଇଖଣ୍ଡ ହୋଇ ଚିରିଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)38 ପୁଣି, ମନ୍ଦିରର ବିଚ୍ଛେଦ-ବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ତ ହେଲା। Viz kapitolaଓଡିଆ ବାଇବେଲ38 ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା । Viz kapitolaପବିତ୍ର ବାଇବଲ (CL) NT (BSI)38 ମନ୍ଦିରରେ ଝୁଲୁଥିବା ପରଦା ଉପରୁ ତଳ ପର୍ଯ୍ୟନ୍ତ ଦୁଇଖଣ୍ଡ ହୋଇ ଚିରିଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା। Viz kapitola |