Online Bible

- Reklamy -




ମାର୍କ 15:39 - ପବିତ୍ର ବାଇବଲ

39 କ୍ରୁଶ ଆଗରେ ଠିଆ ହୋଇଥିବା ସେନାପତି ଯୀଶୁ କିପରି ପ୍ରାଣତ୍ୟାଗ କଲେ, ତାହା ଦେଖିଲେ। ସେ କହିଲେ, “ପ୍ରକୃତରେ ଏହି ଲୋକ ପରମେଶ୍ୱରଙ୍କ ପୁତ୍ର ଥିଲେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

39 ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ଵରଙ୍କ ପୁତ୍ର ଥିଲେ।

Viz kapitola kopírovat

ଓଡିଆ ବାଇବେଲ

39 ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ୱରଙ୍କ ପୁତ୍ର ଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

39 ଜଣେ ସେନାପତି ଯୀଶୁଙ୍କ କ୍ରୁଶ ସମ୍ମୁଖରେ ଠିଆହୋଇ ସେ କିପରି ଭାବରେ ପ୍ରାଣତ୍ୟାଗ କଲେ, ଲକ୍ଷ୍ୟ କରୁଥିଲା। ସେ କହିଲା, “ଏହି ବ୍ୟକ୍ତି ବାସ୍ତବିକ୍ ଈଶ୍ୱରଙ୍କ ପୁତ୍ର।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତ-ସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ବରଙ୍କ ପୁତ୍ର ଥିଲେ।

Viz kapitola kopírovat




ମାର୍କ 15:39

Následuj nás:

Reklamy


Reklamy