ମାର୍କ 15:4 - ପବିତ୍ର ବାଇବଲ4 ପୀଲାତ ପୁଣି ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭର କ’ଣ କିଛି କହିବାର ନାହିଁ? ଦେଖ, ସେମାନେ ତୁମ୍ଭକୁ ଅନେକ ବିଷୟରେ ଅଭିଯୁକ୍ତ କରୁଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେଥିରେ ପୀଲାତ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ? ଦେଖ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ଅଭିଯୋଗ କରୁଅଛନ୍ତି। Viz kapitolaଓଡିଆ ବାଇବେଲ4 ସେଥିରେ ପୀଲାତ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ ? ଦେଖ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ଅଭିଯୋଗ କରୁଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)4 ତେଣୁ ପିଲାତ ପୁନର୍ବାର ଯୀଶୁଙ୍କୁ ପଚାରିଲେ, “ତୁମେ କଅଣ ଉତ୍ତର ଦେବ ନାହିଁ? ତୁମ ବିରୁଦ୍ଧରେ ହେଉଥିବା ଏସବୁ ଅଭିଯୋଗ ଶୁଣୁଛ ତ!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେଥିରେ ପୀଲାତ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ? ଦେଖ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ଅଭିଯୋଗ କରୁଅଛନ୍ତି। Viz kapitola |