ମାର୍କ 15:40 - ପବିତ୍ର ବାଇବଲ40 କେତେକ ସ୍ତ୍ରୀଲୋକ କ୍ରୁଶଠାରୁ କିଛି ଦୂରରେ ଠିଆ ହୋଇ ଦେଖୁଥିଲେ। ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ସହରରୁ ଆସିଥିବା ମରିୟମ, ଶଲୋମୀ, ଯାକୁବ ଓ ଯୋସିଙ୍କ ମା ମରିୟମ ଥିଲେ। ଯାକୁବ ମରିୟମଙ୍କର ସାନ ପୁଅ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)40 କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରୀୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରୀୟମ, ପୁଣି ଶଲୋମୀ ଥିଲେ; Viz kapitolaଓଡିଆ ବାଇବେଲ40 କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରିୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରିୟମ, ପୁଣି, ଶଲୋମୀ ଥିଲେ; Viz kapitolaପବିତ୍ର ବାଇବଲ (CL) NT (BSI)40 କେତେକ ସ୍ତ୍ରୀ ଲୋକ ଦୂରରେ ଥାଇ ଏସବୁ ଦେଖୁଥିଲେ। ସେମାନଙ୍କ ମଧ୍ୟରେ ଥିଲେ ମଗ୍ଦଲିନୀ ମରିୟମ, ଛୋଟ ଯାକୁବ ଓ ଯୋଶୀଙ୍କ ମାତା ମରିୟମ ଓ ଶଲୋମୀ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରୀୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରୀୟମ, ପୁଣି, ଶଲୋମୀ ଥିଲେ; Viz kapitola |