Online Bible

- Reklamy -




ମାର୍କ 15:43 - ପବିତ୍ର ବାଇବଲ

43 ହାରାମାଥୀୟାର ଯିହୂଦୀ ଯୋସେଫ ମହାସଭାର ଜଣେ ସମ୍ମାନିତ ସଦସ୍ୟ ଥିଲେ ଓ ସେ ପରମେଶ୍ୱରଙ୍କ ରାଜ୍ୟ ଆସୁ ବୋଲି ଗ୍ଭହୁଁଥିଲେ। ସେ ସାହସର ସହିତ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶବକୁ ମାଗିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

43 ହାରାମାଥୀୟାର ଯୋସେଫ ନାମକ ମହାସଭାର ଜଣେ ସମ୍ଭ୍ରାନ୍ତ ସଭ୍ୟ, ଯେ ନିଜେ ମଧ୍ୟ ଈଶ୍ଵରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ, ସେ ସାହସପୂର୍ବକ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ।

Viz kapitola kopírovat

ଓଡିଆ ବାଇବେଲ

43 ହାରାମାଥିୟାର ଯୋଷେଫ ନାମକ ମହାସଭାର ଜଣେ ସମ୍ଭ୍ରାନ୍ତ ସଭ୍ୟ, ଯେ ନିଜେ ମଧ୍ୟ ଈଶ୍ୱରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ, ସେ ସାହସ ପୂର୍ବକ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

43 ସେଦିନ ଥିଲା ପ୍ରସ୍ତୁତି ଦିବସ ଅର୍ଥାତ୍ ବିଶ୍ରାମବାରର ପୂର୍ବ ଦିନ। ଯୋସେଫ ନିର୍ଭୀକ ଭାବରେ ପିଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ମୃତ ଦେହ ନେଇଯିବା ପାଇଁ ଅନୁମତି ମାଗିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ହାରାମାଥୀୟାର ଯୋଷେଫ ନାମକ ମହାସଭାର ଜଣେ ସମ୍ଭ୍ରାନ୍ତ ସଭ୍ୟ, ଯେ ନିଜେ ମଧ୍ୟ ଈଶ୍ବରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ, ସେ ସାହସ ପୂର୍ବକ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ।

Viz kapitola kopírovat




ମାର୍କ 15:43

Následuj nás:

Reklamy


Reklamy