ମାର୍କ 15:45 - ପବିତ୍ର ବାଇବଲ45 ସେନାପତି ଜଣକ ପୀଲାତଙ୍କୁ ଯୀଶୁ ପ୍ରାଣତ୍ୟାଗ କରି ସାରିଥିବା କଥା କହିଲେ। ତା'ପରେ ପୀଲାତ ଯୋସେଫଙ୍କୁ କହିଲେ ଯେ, ସେ ଯୀଶୁଙ୍କ ଶବ ନେଇ ଯାଇ ପାରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)45 ଶତସେନାପତିଙ୍କଠାରୁ ତାହା ଜ୍ଞାତ ହୋଇ ସେ ଶବଟି ଯୋସେଫଙ୍କୁ ଦେଲେ। Viz kapitolaଓଡିଆ ବାଇବେଲ45 ଶତସେନାପତିଙ୍କଠାରୁ ତାହା ଜ୍ଞାତ ହୋଇ ସେ ଶବଟି ଯୋଷେଫଙ୍କୁ ଦେଲେ । Viz kapitolaପବିତ୍ର ବାଇବଲ (CL) NT (BSI)45 ତାଙ୍କଠାରୁ ଏ ବିଷୟରେ ନିଶ୍ଚିତ ବିବରଣୀ ଶୁଣି ପିଲାତ ଯୀଶୁଙ୍କ ଶରୀର ନେଇ ଯିବା ପାଇଁ ଯୋସେଫଙ୍କୁ ଅନୁମତି ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଶତ-ସେନାପତିଙ୍କଠାରୁ ତାହା ଜ୍ଞାତ ହୋଇ ସେ ଶବଟି ଯୋଷେଫଙ୍କୁ ଦେଲେ। Viz kapitola |