Online Bible

- Reklamy -




ମାର୍କ 16:10 - ପବିତ୍ର ବାଇବଲ

10 ମରିୟମ ଯୀଶୁଙ୍କୁ ଦେଖି ସାରିବା ପରେ ତାହାଙ୍କ ଶିଷ୍ୟମାନଙ୍କ ପାଖକୁ ଯାଇ ଏ ବିଷୟ କହିଲେ। ସେତେବେଳକୁ ଶିଷ୍ୟମାନେ ଶୋକରେ ବୁଡ଼ି ଯାଇଥିଲେ ଓ ବିଳାପ କରୁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ଵାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ।

Viz kapitola kopírovat

ଓଡିଆ ବାଇବେଲ

10 ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ବାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

10 ମରିୟମ ଯାଇ ଯୀଶୁଙ୍କ ସଙ୍ଗୀମାନଙ୍କୁ ଏ ବିଷୟ ଜଣାଇଲେ। ସେମାନେ ଶୋକାର୍ତ୍ତ ହୋଇ କ୍ରନ୍ଦନ କରୁଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ବାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ।

Viz kapitola kopírovat




ମାର୍କ 16:10

Následuj nás:

Reklamy


Reklamy