Online Bible

- Reklamy -




ମାର୍କ 16:14 - ପବିତ୍ର ବାଇବଲ

14 ପରେ ଯେତେବେଳେ ଏଗାର ଜଣ ପ୍ରେରିତ ଖାଉଥିଲେ, ସେତିକିବେଳେ ଯୀଶୁ ସେମାନଙ୍କୁ ଦେଖା ଦେଲେ। ସେ ସେମାନଙ୍କୁ ସେମାନଙ୍କର ଅବିଶ୍ୱାସ ଓ ମନର ଜଡ଼ତା ପାଇଁ ସମାଲୋଚନା କଲେ। କାରଣ ଯେଉଁମାନେ ଯୀଶୁଙ୍କୁ ମୃତ୍ୟୁରୁ ପୁନରୁ‌ତ୍‌ଥାନ ହୋଇଛନ୍ତି ବୋଲି ଦେଖିଥିଲେ, ସେମାନଙ୍କୁ ଏହି ଶିଷ୍ୟମାନେ ବିଶ୍ୱାସ କରି ନ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଏଥିଉତ୍ତାରେ ଏକାଦଶ ଶିଷ୍ୟ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ଵାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଥିଲେ, ସେମାନଙ୍କ କଥା ସେମାନେ ବିଶ୍ଵାସ କରି ନ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

14 ଏଥିଉତ୍ତାରେ ଏକାଦଶ (ଏଗାର) ଶିଷ୍ୟ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

14 ଶେଷରେ ତାଙ୍କର ଏଗାର ଜଣ ଶିଷ୍ୟ ଖାଇ ବସିଥିବାବେଳେ ଯୀଶୁ ସେମାନଙ୍କୁ ଦର୍ଶନ ଦେଲେ। ସେମାନଙ୍କର ଅବିଶ୍ୱାସ ପାଇଁ ଓ ତାଙ୍କୁ ଜୀବିତ ଦେଖିଥିବା ଲୋକମାନଙ୍କ କଥାରେ ପ୍ରତ୍ୟୟ କରି ନ ଥିବାରୁ ଯୀଶୁ ସେମାନଙ୍କୁ ଅନୁଯୋଗ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଥିଉତ୍ତାରେ ଏଗାର ଜଣ ଶିଷ୍ୟମାନେ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ।

Viz kapitola kopírovat




ମାର୍କ 16:14

Následuj nás:

Reklamy


Reklamy