ମାର୍କ 16:16 - ପବିତ୍ର ବାଇବଲ16 ଯେଉଁ ଲୋକ ବିଶ୍ୱାସ କରିବ ଓ ବାପ୍ତିଜିତ ହେବ, ସେ ଉଦ୍ଧାର ପାଇବ। କିନ୍ତୁ ଯେଉଁ ଲୋକ ଅବିଶ୍ୱାସ କରିବ, ସେ ଦୋଷୀ ସାବ୍ୟସ୍ତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଯେ ବିଶ୍ଵାସ କରି ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ଯେ ଅବିଶ୍ଵାସ କରେ, ସେ ଦଣ୍ତାଜ୍ଞା ପାଇବ। Viz kapitolaଓଡିଆ ବାଇବେଲ16 ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ । Viz kapitolaପବିତ୍ର ବାଇବଲ (CL) NT (BSI)16 ଯେ କେହି ଏଥିରେ ବିଶ୍ୱାସ କରି ଜଳଦୀକ୍ଷା ଗ୍ରହଣ କରିବ, ସେ ପରିତ୍ରାଣ ପାଇବ। ଯେ ବିଶ୍ୱାସ କରିବ ନାହିଁ, ସେ ଦୋଷୀ ସାବ୍ୟସ୍ତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ। Viz kapitola |