ମାର୍କ 16:18 - ପବିତ୍ର ବାଇବଲ18 ସେମାନେ ନିଜ ହାତରେ ସାପକୁ ଧରିବେ କିନ୍ତୁ ସେମାନଙ୍କର କିଛି ହେଲେ କ୍ଷତି ହେବ ନାହିଁ। ସେମାନେ ବିଷ ମଧ୍ୟ ପିଇ ଦେବେ, କିନ୍ତୁ ସେମାନଙ୍କର କିଛି ହେଲେ କ୍ଷତି ହେବ ନାହିଁ। ଏ ଲୋକମାନେ ରୋଗୀମାନଙ୍କ ଉପରେ ହାତ ରଖିବେ ଏବଂ ରୋଗୀମାନେ ଭଲ ହୋଇଯିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ହସ୍ତରେ ସର୍ପ ଧରିବେ, ପୁଣି ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ। Viz kapitolaଓଡିଆ ବାଇବେଲ18 ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ । Viz kapitolaପବିତ୍ର ବାଇବଲ (CL) NT (BSI)18 ସାପକୁ ଧରିଲେ କିମ୍ବା ବିଷପାନ କଲେ, ସେମାନଙ୍କର କିଛି କ୍ଷତି ହେବ ନାହିଁ। ସେମାନେ ପୀଡ଼ିତ ଲୋକମାନଙ୍କ ଉପରେ ହସ୍ତାର୍ପଣ କଲେ, ସେମାନେ ସୁସ୍ଥ ହେବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ।” Viz kapitola |