ମାର୍କ 16:2 - ପବିତ୍ର ବାଇବଲ2 ସପ୍ତାହର ସେହି ପ୍ରଥମ ଦିନ ଖୁବ୍ ଶୀଘ୍ର ଠିକ୍ ସୂର୍ଯ୍ୟୋଦୟ ପରେ ପରେ ସେମାନେ କବର ପାଖକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଥିଲା। Viz kapitolaଓଡିଆ ବାଇବେଲ2 ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଲା । Viz kapitolaପବିତ୍ର ବାଇବଲ (CL) NT (BSI)2 ରବିବାର ଦିନ ପାହାନ୍ତା ସମୟରେ ଠିକ୍ ସୂର୍ଯ୍ୟୋଦୟ ସମୟରେ ସେମାନେ କବରକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଲା। Viz kapitola |