ମାର୍କ 16:3 - ପବିତ୍ର ବାଇବଲ3 ସେମାନେ ନିଜ ନିଜ ଭିତରେ କୁହା କୁହି ହେଲେ, “କବର ମୁହଁକୁ ଗୋଟିଏ ବିରାଟ ପଥର ଦ୍ୱାରା ବନ୍ଦ କରି ଦିଆ ହୋଇଛି। ପଥରଟିକୁ ଆମ୍ଭ ପାଇଁ କିଏ ସେଠାରୁ ଗଡ଼େଇ ଦେବ?” Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେମାନେ ପରସ୍ପର କୁହାକୋହି ହେଉଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧି ଦ୍ଵାରରୁ ପଥରଟା ଗଡ଼ାଇଦେବ? କାରଣ ତାହା ଅତି ବୃହତ ଥିଲା। Viz kapitolaଓଡିଆ ବାଇବେଲ3 ସେମାନେ ପରସ୍ପରକୁ କହୁଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧିଦ୍ୱାରରୁ ପଥରଟା ଗଡ଼ାଇଦେବ ? କାରଣ ତାହା ଅତି ବୃହତ ଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)3 ବାଟରେ ସେମାନେ ପରସ୍ପରକୁ କହିଲେ, “କବର ମୁହଁରୁ ଆମ ପାଇଁ ସେ ପଥରଟିକୁ କିଏ ଗଡ଼ାଇ ଦେବ?” (ତାହା ଗୋଟିଏ ପ୍ରକାଣ୍ଡ ପଥର ଥିଲା) Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେମାନେ ପରସ୍ପରକୁ କହୁଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧି-ଦ୍ୱାରରୁ ପଥରଟା ଗଡ଼ାଇଦେବ? କାରଣ ତାହା ଅତି ବୃହତ ଥିଲା। Viz kapitola |